ଓଡ଼ିଶାରେ ୧, ୯୬,୪୫୬ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି – ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୭୨୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

ଓଡିଶା ତାଜା ନ୍ୟୁଜ୍ (୧୪ ଜୁନ୍ ରବିବାର ) ଭୁବନେଶ୍ୱର :- ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧, ୯୬,୪୫୬ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୭୨୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୨,୫୯୪ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି  । ୧୦ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୧୧୬ ରହିଛି ୧୫୦୪ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି । (ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା) ଭୁବନେଶ୍ୱର

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Exit mobile version