ନିଖିଳ ଓଡ଼ିଶା ଆଶା କର୍ମୀ ସ଼ଂଘ ପାଟଣାଗଡ଼ ଶାଖ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ଜାତୀୟ ଶ୍ରମ ସମ୍ମିଳନୀ ନିଷ୍ପତ୍ତି ଅନୁସାରେ ସେମାନଙ୍କୁ ୱ।ର୍କର ମାନ୍ୟତା ପ୍ରଦାନ କରିବା , ମାସିକିଆ ଭତ୍ତା ଧାର୍ଯ୍ୟ ସହ ସର୍ବ ନିମ୍ନ ମାସିକ ଭତ୍ତା ୨୬ ହଜାର ଟଙ୍କା ପ୍ରଦାନ କରିବା , ଚାକିରି ସମୟ ସୀମା ୬୫ ବର୍ଷ କୁ ବୃଦ୍ଧି କରିବା ବୋଲି ଦାବି ପତ୍ର ରେ ଉଲ୍ଲେଖ ରହିଛି । ଦାବି ପ୍ରଦାନ ସମୟରେ ସଂଘର ସମସ୍ତ ଆଶାକର୍ମୀମାନେ ଉପସ୍ଥିତ ଥିଲେ ।
- Categories: ଓଡ଼ିଶା, ବଲାଙ୍ଗିର, ଶିକ୍ଷା ଓ ନିଯୁକ୍ତି, ହୋମ୍
Related Content
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ
by
Proprietor Abhimanyu Maharana
September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ
by
Proprietor Abhimanyu Maharana
September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ - ଉଲ୍ଲାସ ଜନସଚେତନତା ପଦଯାତ୍ରା
by
Proprietor Abhimanyu Maharana
September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ
by
Proprietor Abhimanyu Maharana
September 12, 2026
ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ
by
Proprietor Abhimanyu Maharana
September 12, 2026
ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ
by
Proprietor Abhimanyu Maharana
September 11, 2026