ଓଡ଼ିଶାରେ ୨, ୦୨,୫୧୩ ଟି ନମୁନା ପରୀକ୍ଷା କରାଯାଇଛି,କୋଭିଡ୍‌-୧୯ ରୋଗୀ ୪,୦୫୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୨୮୫୪ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ।

ଓଡିଶା ତାଜା ନ୍ୟୁଜ୍ (୧୫ ଜୁନ୍ ସୋମବାର) ଭୁବନେଶ୍ୱର :- ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨, ୦୨,୫୧୩ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୪,୦୫୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୨୮୫୪ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୧୧ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୧୮୭ ରହିଛି । ୧୬୧୦ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି । (ସ୍ୱାସ୍ଥ୍ୟ ସୂଚନା)

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Exit mobile version