ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ ହଜାର ଜୋରିମାନା

ଏହି ସମୟରେ ପୀଡିତା ଚିତ୍କାର କରିଵାରୁ ତା’ର ସାଙ୍ଗ ଦୌଡି ଆସିଥିଲା । ଯେଉଁଥିପାଇଁ ଦୌଡି ପଳାଇ ଥିଲା ଅଭିଯୁକ୍ତ । ପରେ ଏ ସ°କ୍ରାନ୍ତରେ ପୀଡିତା ଫିରିଙ୍ଗିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଥାନାଧିକାରୀ ଥାନା ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟରେ ହାଜର କରାଇଥିଲେ ।
Related Content
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା
by
Proprietor Abhimanyu Maharana
September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ
by
Proprietor Abhimanyu Maharana
September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ
by
Proprietor Abhimanyu Maharana
September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ
by
Proprietor Abhimanyu Maharana
September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା
by
Proprietor Abhimanyu Maharana
September 27, 2026
हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन
by
Proprietor Abhimanyu Maharana
September 27, 2026