ବାଲିଗୁଡାରେ ଚାଇଲ୍ଡ ଲାଇନର ସମ୍ମିଳନୀ : ସମଗ୍ର କନ୍ଧମାଳ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ଆହ୍ଵାନ

ଚଳିତ ବର୍ଷ ଜିଲ୍ଲା ଚାଇଲ୍ଡ ଲାଇନ ୪ଶହ ଟି ମାମଲା ହାତକୁ ନିଆଯାଇଥିବା ବେଳେ ୩୬ଟି ବାଲ୍ୟ ବିବାହ ରୋକାଯିବା ସହ ବିଭିନ୍ନ ମାମଲା ହାତକୁ ନେଇ ତାର ସମାଧାନ କରାଯାଇଥିବା ସାମ୍ବାଦିକ ସମ୍ମିଳନୀ ରେ ପ୍ରକାଶ କରିଥିଲେ । ଶିଶୁ ମାନଙ୍କୁ ସହାୟତା ପାଇଁ ୧୦୯୮ ନମ୍ବର କୁ ଫୋନ କରିବା ପାଇଁ କନ୍ଧମାଳ ଚାଇଲ୍ଡ ଲାଇନର ନିର୍ଦ୍ଦେଶକ ଶ୍ରୀ ପଣ୍ଡା ନିବେଦନ କରିଛନ୍ତି ।
Related Content
ସିଲଭର ଗାନ୍ଧୀଙ୍କ ଦ୍ୱାରା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ନିୟମିତକରଣ ଦାବୀ - ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ
by
Proprietor Abhimanyu Maharana
October 7, 2026
Silver Gandhi demands regularisation of Contractual Teachers - Submitted Memorandum to CM
by
Proprietor Abhimanyu Maharana
October 7, 2026
ମାଫିଆ ଓ ସିଣ୍ଡିକେଟଙ୍କ ସଲା ସୁତୁରାରେ ବେଧଡକ ଗୋଚାଲାଣ : କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସର ହାତ ଥରୁଛି
by
Proprietor Abhimanyu Maharana
October 7, 2026
ସ୍କୁଟି ଚାଳକଙ୍କୁ ମାଡ ମାରି ଟଙ୍କା ଲୁଟିଲେ ଦୁର୍ବୃତ୍ତ
by
Proprietor Abhimanyu Maharana
October 7, 2026
ଶିଶୁ କନ୍ୟାର ଚିକିତ୍ସା ପାଇଁ ସ୍କୁଲ ପିଲାଙ୍କ ମହତ ପ୍ରୟାସ
by
Proprietor Abhimanyu Maharana
October 7, 2026
ଚାନ୍ଦପୁର ବସନ୍ତ ମଞ୍ଜରୀ ସାଧାରଣ ଚିକିତ୍ସାଳୟ କାହା ନିୟନ୍ତ୍ରଣ ରେ ଚାଲିଛି କିଛି ଜଣାପଡ଼ୁନାହିଁ.
by
Proprietor Abhimanyu Maharana
October 7, 2026