କୋଭିଡ୍‌-୧୯ ରୋଗୀ ୪,୩୩୮ ଜଣ ପଜିଟିଭ୍‌ ଚିହ୍ନଟ : ୩,୦୪୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ – ୧୧ ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି – ଓଡ଼ିଶାରେ

ଓଡିଶା ତାଜା ନ୍ୟୁଜ୍ (୧୭ ଜୁନ୍ ବୁଧବାର) ଭୁବନେଶ୍ୱର :- ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨, ୦୮,୪୭୨ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୪,୩୩୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୩,୦୪୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୧୧ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧,୨୭୭ ରହିଛି । ୧୫୯୦ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି । (ସ୍ୱାସ୍ଥ୍ୟ ସୂଚନା)

dishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Exit mobile version