ଟଙ୍କା ଠକେଇ ଏବଂ ଅର୍ଥ ହେରଫେର ମାମଲାରେ ଏସବିଆଇର ଡେପୁଟି ମ୍ୟାନେଜର ଗିରଫ

ଯାହାକି ପରବର୍ତ୍ତୀ ସମୟରେ ଆଶୁତୋଷ ନିଜ ଘରଲୋକଙ୍କ ଆକାଉଣ୍ଟକୁ ପଠାଇ ଦେଇଥିଲେ । ପରେ ଋଣ ମଞ୍ଜୁର କରାଯାଇଥିବା ବ୍ୟକ୍ତିମାନେ ସରକାରୀ ଚାକିରିଆ କିମ୍ବା ପେନସନଭୋଗୀ ନ ଥିବା ଜଣାପଡ଼ିଥିଲା । ଏନେଇ ଅଭିଯୋଗ ହେବାରୁ ଆଶୁତୋଷଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା । ପରେ ରାଜ୍ୟ ଅର୍ଥନୈତିକ ଅପରାଧ ଶାଖାରେ ଏନେଇ ୧୪/୨୩ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଇଥିଲା । ତଦନ୍ତରୁ ଘଟଣାର ସତ୍ୟତା ଜଣାପଡ଼ିବା ପରେ ଆଶୁତୋଷଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ।
Related Content
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା
by
Proprietor Abhimanyu Maharana
September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ
by
Proprietor Abhimanyu Maharana
September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ
by
Proprietor Abhimanyu Maharana
September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ
by
Proprietor Abhimanyu Maharana
September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା
by
Proprietor Abhimanyu Maharana
September 27, 2026
हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन
by
Proprietor Abhimanyu Maharana
September 27, 2026