କୋରଡ଼ା ଲଙ୍କାପୋଡ଼ି ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ କୋରଡ଼ା ଗଡ ର ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କ ଉପସ୍ଥିତିରେ ସ୍ଥାନୀୟ ସରପଞ୍ଚ,ସମିତି ସଭ୍ୟ , ସମାଜ ସେବୀ ଗୋଲଖ ବିହାରୀ ଗୋଚ୍ଛାୟତ,ଗ୍ରାମ ସଭାପତି,ସମ୍ପାଦକ , ଓ ଗ୍ରାମବାସୀ ପ୍ରସ୍ତୁତି ବୈଠକ ରେ ଉପସ୍ଥିତ ରହି କିପରି ଲଙ୍କାପୋଡି ଯାତ୍ରା କିପରି ସାଫଲ୍ୟ ମଣ୍ଡିତ ହେବା ସହ ଚିତ୍ତାକର୍ଷକ ଏବଂ ଶାନ୍ତି ଶୃଙ୍ଖଳାପୂର୍ଣ୍ଣ ହେଵ ସେ ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା ।

Exit mobile version