ଶିକ୍ଷା ରଥ ଶୁଭାରମ୍ଭ – ଭୁବନ

୧୦ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନ :- ଭୁବନ ଗୋଷ୍ଠୀ ଶିକ୍ଷା ବିଭାଗ ଆନୁକୂଲ୍ୟରେ ଆଜି ଶିକ୍ଷା ରଥ ଶୁଭାରମ୍ଭ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ର ନାରାୟଣ ସାମଲ ଙ୍କ ଅଧ୍ୟକ୍ଷତାରେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସିପ୍ରା ବରାଳ ମୁଖ୍ୟ ଅତିଥି , ପୂର୍ବତନ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ଏବଂ ଏନଏସି ନଗରପାଳ ଶୁଭେନ୍ଦୁ କୁମାର ସାହୁ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହ ପତାକା ଦେଖାଇ ଶିକ୍ଷା ରଥ ର ଶୁଭାରମ୍ଭ କରିଥିଲେ । ପରେ ସଚେତନତା ରଥ ସହର ପରିକ୍ରମା କରିଥିଲା ।

Exit mobile version