ଭିନିଥା ୧୦୦ ପର୍ସେଣ୍ଟଜ ରଖି ସର୍ବଭାରତୀୟ ସ୍ତରରେ ର଼୍ୟାଙ୍କ ୧ରେ ରହିଛନ୍ତି ।

ଓଡିଶା ତାଜା ନ୍ୟୁଜ୍ (୧୯ ଜୁନ୍ ଶୁକ୍ରବାର) ଭୁବନେଶ୍ୱର : ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ)ର ସର୍ବଭାରତୀୟ ପିଜି ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର ନୂଆଦିଲ୍ଲୀ ଏମ୍‌ସ ପକ୍ଷରୁ ଘୋଷଣା କରାଯାଇଛି । ଶ୍ରେଷ୍ଠ ୧୦୦ରେ ଏମ୍‌ସର ୨୯ଜଣ ଛାତ୍ରୀଛାତ୍ର ରହିଥିବାବେଳେ ଭୁବନେଶ୍ୱର ଏମ୍‌ସର ଏମ୍‌ବିବିଏସ୍‌ ଛାତ୍ରୀ ଡା. ଭିନିଥା କେ ଟପ୍ପର ହୋଇଛନ୍ତି । ଭିନିଥା ୧୦୦ ପର୍ସେଣ୍ଟଜ ରଖି ସର୍ବଭାରତୀୟ ସ୍ତରରେ ର଼୍ୟାଙ୍କ ୧ରେ ରହିଛନ୍ତି ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Exit mobile version