
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସେଠାରେ ସେ ନିଜ ସ୍ବାମୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଗାଁ ଭିତରକୁ ପ୍ରବେଶ କରି ସମସ୍ତଙ୍କୁ ହାତହଲାଇ ଅଭିନନ୍ଦନ ଜଣାଇଥିଲେ ।

