ଧର୍ମ ପରାୟଣ ବ୍ୟକ୍ତି ଙ୍କ ପରଲୋକ – ଭୁବନ

ଶ୍ରୀଯୁକ୍ତ ବିହାରୀ ଙ୍କ ମୃତ୍ୟୁ ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତି ମାନେ ତାଙ୍କ ଘରେ ପହଞ୍ଚି ଅନ୍ତିମ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ଓ ଶବାଧlର ରେ ସାମିଲ ହୋଇ ହିଙ୍ଗୁଳା ମନ୍ଦିର ନିକଟସ୍ଥ ତାଙ୍କ ବଗିଚା କୁ ଯାଇଥିଲେ । ସେଠାରେ ଅନ୍ତିମ ସଂସ୍କାର କରାଯାଇଥିଲା । ଏକ ମାତ୍ର ପୁତ୍ର ନବ କିଶୋର ବିହାରୀ ମୁଖlଗ୍ନି ଦେଇଥିଲେ । ସ୍ବର୍ଗତ ଧେଡି ବିହାରୀ ଏକାଧାରରେ ଜଣେ ଧର୍ମ ପରାୟଣ,ପରୋପକାରୀ,ସ୍ନେହୀ,ଦୟାଳୁ,ମେଳlପି ବ୍ୟକ୍ତି ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଗଭୀର ଶୋକ ପ୍ରକାଶ ପାଇଛି ।
Related Content
ଏକ ଯକ୍ଷ୍ମାମୁକ୍ତ ଭାରତ - କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ
by
Proprietor Abhimanyu Maharana
September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ
by
Proprietor Abhimanyu Maharana
September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା
by
Proprietor Abhimanyu Maharana
September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ
by
Proprietor Abhimanyu Maharana
September 18, 2026
ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ
by
Proprietor Abhimanyu Maharana
September 18, 2026
ସଂଯୁକ୍ତ ଆରବ ଏମିରଟ୍ସ (ୟୁ ଏ ଇ ) ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସିବ ୨.୪୩ ଲକ୍ଷ କୋଟିର ନିବେଶ - ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି
by
Proprietor Abhimanyu Maharana
September 18, 2026