କେବଳ ପୁରୀରେ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

puri

ଓଡିଶା ତାଜା ନ୍ୟୁଜ୍ (୨୨ ଜୁନ୍ ସୋମବାର) ପୁରୀ :ରଥଯାତ୍ରା ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ ଏକାଧିକ ସର୍ତ୍ତ ସହ ଅନୁମତି ଦେଲେ ସୁପ୍ରିମକୋର୍ଟ, କେବଳ ପୁରୀରେ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ; ଶ୍ରୀମନ୍ଦିର ପରିଚାଳନା କମିଟି, ରାଜ୍ୟ, କେନ୍ଦ୍ର ସମନ୍ୱୟରେ ରଥଯାତ୍ରା !!

Exit mobile version