Home ଓଡ଼ିଶା ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୨୮ମଇ ,୨୦୨୩( ଓଡ଼ିଶା ତାଜା ନ୍ୟୁଜ୍) ନୂଆଗାଁ :- ନୂଆଗାଁ ଆକ୍ରମଣରେ ବୃଦ୍ଧା ଗୁରୁତର । ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ନୟାଗଡ଼ ଜିଲ୍ଲା ମହିପୁର ବନାଞ୍ଚଳ ଅଧିନ କପ୍ତାପଲ୍ଲୀ ବିଟ ବରକୋଳା ହରିଜନ ସାହିରେ । ସବୁଦିନ ଭଳି ଆଜି ସକାଳୁ ଗୋବିନ୍ଦ ନାଏକ ଆମ୍ବ ଗୋଟାଇବା ଏବଂ କାଠ ପାଇଁ ପାଖ ଜଙ୍ଗଲକୁ ଜାଇଥିଲେ କିନ୍ତୁ ଭାଗ୍ୟର ବିଡମ୍ବନା ସବୁଦିନ ଭଳି ଆଜି ମଧ୍ୟ ଖୁସିରେ ଫେରିବି ବୋଲି ଭାବିଥିଲେ ଗୋବିନ୍ଦ କିନ୍ତୁ ରାସ୍ତାରେ ଏକ ବିରାଟ ହାତି ସହ ମୁହାଁମୁହିଁ ହୁଅନ୍ତି । ହାତିଟି ଗୋବିନ୍ଦ କୁ ଦେଖି ପାଖକୁ ଦୌଡ଼ ଆସି ବାମ ଗୋଡ଼ କୁ ଦଳିଦେଇ ଚାଲିଗଲା ହାତି l ଜୀବନ ବିକଳରେ ଦୁଈ କିମି ଗୁରୁଣ୍ଡି ଗୁରୁଣ୍ଡି ଆସିବା ପରେ ଗାଁ ର କିଛି ସ୍ତ୍ରୀ ଲୋକ ମଧ୍ୟ ଆମ୍ବ ଗୋଟାଇବା ପାଇଁ ଆସିଥିଲେ l ଗୋବିନ୍ଦଙ୍କ ଚିକ୍ତାର ଶୁଣି ପାଖକୁ ଦେଖିବା ବେଳକୁ ରକ୍ତ ଜୁଡୁବୁଡୁ ହୋଇ ଚିକ୍ତାର କରୁଛନ୍ତି । ମହିଳା ଦୁଇ ଜଣ ଗ୍ରାମବାସୀଙ୍କୁ ଜଣାଇବା ପରେ ଲୋକମାନେ ପହଞ୍ଚି ଗୋବିନ୍ଦଙ୍କୁ ଉଦ୍ଧାର କରି ଆମ୍ବୁଲାନସ ଯୋଗେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି l ଅତ୍ୟଧିକ ଗୁରୁତ୍ୱର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା ।ସେଠାରେ ଏକ ଘୋରୋଇ ଚିକିତ୍ସାଳୟରେ ଚିକିତ୍ସା ଚାଲିଥିବା ବେଳେ ସେଠାରେ ବନ କର୍ମଚାରୀ ଉପସ୍ଥିତ ଥିଲେ । ତେବେ ଏକ ମାସ ହବ ହାତୀ ମାନଙ୍କ ଚଳପ୍ରଚଳ ବନ ବିଭାଗ ତରଫରୁ ସୂଚନା ଦିଆଯାଇଥିବା ଜଣାପଡିଛି । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content TPSODL Flags Off Solar Rath in Koraput by Proprietor Abhimanyu Maharana October 17, 2026 ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦଯାପନୀ ଉତ୍ସବ by Proprietor Abhimanyu Maharana October 17, 2026 ପଲ୍ଲୀ ପ୍ରତିଭା ସାହିତ୍ୟ ଓ ସଂସ୍କୃତି ସଂସଦର ଚତୁର୍ଥ ବାର୍ଷିକ ଉତ୍ସବ by Proprietor Abhimanyu Maharana October 17, 2026 ସମର କ୍ରାନ୍ତି ସେନା ପକ୍ଷରୁ ବିଶ୍ବ ଛାତ୍ରଛାତ୍ରୀ ଦିବସ ପାଳିତ by Proprietor Abhimanyu Maharana October 17, 2026 ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା ରେ ୯ ହଜାରରୁ ଅଧିକ ଶ୍ରଦ୍ଧାଳୁ ସାମିଲ by Proprietor Abhimanyu Maharana October 17, 2026 ରୋଟାରୀ କ୍ଲବ ନୟାଗଡ଼ ଓ ଓକେସିଏଲ୍ର ମିଳିତ ଉଦ୍ୟମରେ ଏଆଇ କ୍ଷମତା ବିକାଶ କାର୍ଯ୍ୟକ୍ରମ by Proprietor Abhimanyu Maharana October 17, 2026