
୩୦ ମଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍) ଆର,ଉଦୟଗିରି :- ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଅବାରସିଂ ଗ୍ରାମ ପଞ୍ଚାୟତର ଡୁମ୍ବା ପାର୍କଠାରେ ମିଶନ ଶକ୍ତି ଦ୍ଵାରା ପରିଚାଳିତ କାଫେକୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର ଓ ମିଶନ ଶକ୍ତିର ମାଁ ବ୍ରାହ୍ମଣୀ ଦେବୀ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଡୁମ୍ବାଙ୍କ ଦ୍ୱାରା କାଫେ କେନ୍ଦ୍ରକୁ ଶୁଭ ଉଦ୍ଘାଟନ କରିଥିଲେ।

