ଓଡ଼ିଶାରେ ୨,୩୧,୩୫୬ ଟି ନମୁନା ପରୀକ୍ଷା କରାଯାଇଛି , ୫୪୭୦ ଜଣ ପଜିଟିଭ୍‌ ଚିହ୍ନଟ,୩୯୮୮ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ : ୧୭ ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

ଓଡିଶା ତାଜା ନ୍ୟୁଜ୍ (୨୩ ଜୁନ୍ ମଙ୍ଗଳବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨,୩୧,୩୫୬ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୫୪୭୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

୩୯୮୮ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୧୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୪୫୮ ରହିଛି । ୧୫୮୩ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version