
୧୨ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :- ନୟାଗଡ଼ ଜ଼ିଲ୍ଲା ଆଇନ ସେବା ପରାଧିକରଣ ଆନୁକୂଲ୍ୟରେ, ଘଡୁଆଳ ସ୍ଥିତ ତପସ୍ୟା ଠାରେ – ବିଶ୍ୱ ଶିଶୁ ଶ୍ରମିକ ବିରୋଧୀ ଦିବସ ପାଳିତ ହୋଇଛି, ପ୍ରାଧିକାରଣ କର୍ମଚାରି ଶ୍ରୀ ପବନକୁମାର ବେହେରା ଅତିଥି ପରିଚୟ ଏବଂ ଦିବସର ତାପଯ୍ୟ ବର୍ଣନା କରିଥିଲେ, ସଦସ୍ୟ ମହମଦ ଓମାର ମଲ୍ଲିକ ଶିଶୁ ଶ୍ରମିକ ବିରୋଧୀ ଦିବସର କାରଣ, ନିରାକାରଣ, ସମସ୍ୟା ସମାଧାନ ସୁବିଧା ବିଷୟରେ ବକ୍ତବ୍ୟ ରଖିଥିଲେ,

