
୧୬ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି କନ୍ଧମାଳ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି ଏବଂ ଛାତ୍ରଛାତ୍ରୀ ଓ ସାଧାରଣ ଲୋକମାନଙ୍କ ସହ ମିଶି ସେମାନଙ୍କ ସୁବିଧା ଅସୁବିଧା ବିଷୟରେ ଶୁଣିବା ସହିତ ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି ।

