
୧୮ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :- ଆଜି ନୟାଗଡ଼ ମାର୍ଶାଲ ଆର୍ଟ ଆକାଡେମି ର ୧୮ତମ ଟାଇକୋଣ୍ଡ କଲର ବେଲ୍ଟ ପ୍ରମୋସନ ଟେଷ୍ଟ ନୂଆ ରାଜବାଟି କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି, ଏଥିରେ ଓଡ଼ିଶା ଟାଇକୋଣ୍ଡ ସଂଘର ସାଧାରଣ ସମ୍ପାଦକ ମାଷ୍ଟର ମନମୋହନ ଭଞ୍ଜ ପରିକ୍ଷକ ଭାବରେ ପରିକ୍ଷା ପରିଚାଳନା କରିଥିଲେ,

