
୨୨ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :- ‘କର ଯୋଗ, ରୁହ ନିରୋଗ’। ଯୋଗ, ଶାରିରୀକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ । ପ୍ରତିଦିନ ଯୋଗ ଅଭ୍ୟାସ ଦ୍ୱାରା ଆମ ମନ ଶାନ୍ତ ରହିବା ସହ ଶରୀରକୁ ସୁସ୍ଥ ଓ ଶକ୍ତି ମିଳିଥାଏ । ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ପାଇଁ ଯୋଗ ଏକ ସୁନ୍ଦର ଉପଚାର ।

