ଓଡିଶା ତାଜା ନ୍ୟୁଜ୍ (୨୪ ଜୁନ୍ ବୁଧବାର ) ସମ୍ବଲପୁର :- ସମ୍ବଲପୁର ଜିଲ୍ଲା ବାମରା ଡିଭିଜନ ବଡ଼ ରମା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ କୁତବ ଗ୍ରାମରେ ଆଜି ଏକ ଚିତା ବାଘର ମୃତ ଦେହ ଉଦ୍ଧାର ହୋଈଛି । ୪ / ୫ ଦିନ କୁତବ ଗ୍ରାମ ନିକଟ ଅଭୟାରଣ୍ୟ ର ୭ ନମ୍ବର ୱାଚ ଟାୱାର ନିକଟ କୁଦାନଖୋଳ ନାମକ ଏକ ଗୁମ୍ଫା ରେ ମରି ପଡିଥିବାର ଦେଖି ଗ୍ରାମବାସୀ ମୃତ ଦେହକୁ ଦେଖି ବନ ବିଭାଗ କୁ ସୂଚନା ଦେଇଥିଲେ । ଏହା ପରେ ବନ ବିଭାଗ ସେ ସ୍ଥାନରେ ପହଞ୍ଚି ମୃତ ଚିତା ବାଘ ଟିର ଶବ କୁ ଉଦ୍ଧାର କରିଛନ୍ତି ।
ସମ୍ବଲପୁର ଜିଲ୍ଲାରେ ଚିତା ବାଘର ମୃତ ଦେହ ଉଦ୍ଧାର

- Categories: Uncategorized, ଓଡ଼ିଶା, ହୋମ୍
Related Content
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା
by
Proprietor Abhimanyu Maharana
September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ
by
Proprietor Abhimanyu Maharana
September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ
by
Proprietor Abhimanyu Maharana
September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ
by
Proprietor Abhimanyu Maharana
September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା
by
Proprietor Abhimanyu Maharana
September 27, 2026
हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन
by
Proprietor Abhimanyu Maharana
September 27, 2026