ଓଡ଼ିଶାରେ ୨,୩୫,୬୨୭ ଟି ନମୁନା ପରୀକ୍ଷା କରାଯାଇଛି କୋଭିଡ୍‌-୧୯ ପରୀକ୍ଷା। ୫,୭୫୨ ଜଣ ପଜିଟିଭ୍‌ ଚିହ୍ନଟ । ୪୧୨୩ ଜଣ ରୋଗୀ ସୁସ୍ଥ । ୧୭ ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

CREATOR: gd-jpeg v1.0 (using IJG JPEG v62), quality = 75

ଓଡିଶା ତାଜା ନ୍ୟୁଜ୍ (୨୪ ଜୁନ୍ ବୁଧବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨,୩୫,୬୨୭ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୫,୭୫୨ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୪୧୨୩ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୧୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧,୬୦୫ ରହିଛି । ୧,୬୬୮ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି

Exit mobile version