ଦିଗପହଣ୍ଡି ବସ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

୨୬ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଆଜି ଭୋରରୁ ଗଞ୍ଜାମ ଦିଗପହଣ୍ଡି ଠାରେ ହୋଇଥିବା ବସ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି
Related Content
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ
by
Proprietor Abhimanyu Maharana
May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା
by
Proprietor Abhimanyu Maharana
May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ
by
Proprietor Abhimanyu Maharana
May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା
by
Proprietor Abhimanyu Maharana
May 1, 2026
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ
by
Proprietor Abhimanyu Maharana
May 1, 2026
Odisha Society of UK Celebrates Seventh Utkal Dibas
by
Proprietor Abhimanyu Maharana
May 1, 2026