ତମିସ୍ରାର ନୀଳଜହ୍ନ ଉନ୍ମୋଚିତ

୨୭ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-   ଭୁବନେଶ୍ୱର ରାଜଭବନରେ କବି ଅଶୋକ କୁମାର ପଟ୍ଟନାୟକଙ୍କ ପ୍ରଥମ କବିତା ସଂକଳନ ‘ତମିସ୍ରାର ନୀଳଜହ୍ନ ମହାମହିମ ରାଜ୍ୟପାଳ ଗଣେଶୀ ଲାଲଙ୍କ କରକମଳରେ ଉନ୍ମୋଚିତ ହୋଇଯାଇଛି । ଏହି ଅବସରରେ କବି ଅଶୋକ ପଟ୍ଟନାୟକ , ବରିଷ୍ଠ କବି ରକ୍ଷକ ନାୟକ ,

ମହେନ୍ଦ୍ର ନାୟକ ଏବଂ ପ୍ରକାଶକ ମାନମୟୀ ରଥ ଉପସ୍ଥିତ ଥିଲେ । ଏକ ନିରାଡ଼ମ୍ବର ପରିବେଶରେ ଏଭଳି ଏକ ଅଭିନଵ ଉନ୍ମୋଚନରେ ନିଜ ବହିଟିକୁ ଉନ୍ମୋଚିତ ହେବାର ଦେଖି କବି ଅଶୋକ ପଟ୍ଟନାୟକ ନିଜ ଆନନ୍ଦ ଓ କୃତଜ୍ଞତା ଜ୍ଞାପନ କରିଥିଲେ ।

Exit mobile version