
ରଣପୁରରେ ମହାପ୍ରଭୂ ଙ୍କ ରୁପାବେଶ : ବିଭୋର ହେଲେ ଭକ୍ତ


୨୯ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :- ନୟାଗଡ ଜିଲ୍ଲା ରଣପୁରରେ ମହାପ୍ରଭୁ ଙ୍କ ରୁପାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ହଜାହଜାର ସଂଖ୍ୟାରେ ଭକ୍ତ ମହାପ୍ରଭୁ ଙ୍କ ଏହି ବେଶ ଦେଖି ଭକ୍ତି ରେ ବିଭୋର ହୋଇପଡୁଥିବା ଲକ୍ଷ୍ୟ କରାଯାଇଛି । ଶ୍ରୀଜୀଉଙ୍କ ରୁପାବେଶ ରାତି ୧୨ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।
- Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
Related Content
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ
by
Proprietor Abhimanyu Maharana
June 29, 2026
"ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ"
by
Proprietor Abhimanyu Maharana
June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ
by
Proprietor Abhimanyu Maharana
June 28, 2026
ସମଲେଶ୍ୱରୀ ପୀଠରେ "ସାତବହନୀ" ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ
by
Proprietor Abhimanyu Maharana
June 28, 2026
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ
by
Proprietor Abhimanyu Maharana
June 28, 2026
ଭାରତର ସର୍ବବୃହତ ଆନିମେସନ୍ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ
by
Proprietor Abhimanyu Maharana
June 28, 2026