ଜାପାନର ସାଂସଦ ପ୍ରତିନିଧି ଦଳକୁ ଫିକି ଦ୍ବାରା ସ୍ୱାଗତ
ସମ୍ମାନନୀୟ ସୁଗା ଭାରତ-ଜାପାନର ମିଳିତ ନୀତିଗତ ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିଥିଲେ । ଏଥି ସହ ଦ୍ୱିପାକ୍ଷିକ ସହଯୋଗରେ ବିଶ୍ୱ ସମୁଦାୟର ଉନ୍ନତି ବର୍ତ୍ତମାନ ସମୟର ଆବଶ୍ୟକତା ବୋଲି ସେ ଉଲ୍ଲେଖ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଫିକି ଇଣ୍ଡିଆ-ଜାପାନ ସଂସଦ ପ୍ରତିନିଧି ଫୋରମର ଅଧ୍ୟକ୍ଷ ସାଂସଦ ଶ୍ରୀ ସୁଶୀଲ ମୋଦିଙ୍କ ସମେତ ଓଡ଼ିଶା ସାଂସଦ ସୁଜିତ କୁମାର ଏବଂ ଫୋରମର ଅନ୍ୟାନ୍ୟ ସଦସ୍ୟ ମାନେ ଅଂଶଗ୍ରହଣ କରିଥିଲେ ।
Related Content
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ
by
Proprietor Abhimanyu Maharana
June 29, 2026
"ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ"
by
Proprietor Abhimanyu Maharana
June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ
by
Proprietor Abhimanyu Maharana
June 28, 2026
ସମଲେଶ୍ୱରୀ ପୀଠରେ "ସାତବହନୀ" ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ
by
Proprietor Abhimanyu Maharana
June 28, 2026
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ
by
Proprietor Abhimanyu Maharana
June 28, 2026
ଭାରତର ସର୍ବବୃହତ ଆନିମେସନ୍ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ
by
Proprietor Abhimanyu Maharana
June 28, 2026