
୧୩ ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :- ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ରେ କାଯ୍ୟରତ ସମସ୍ତ ଆୟୁଷ ଡ଼ାକ୍ତର ନେଇ ଏକ ଟିବି ତାଲିମି କାର୍ଯ୍ୟକ୍ରମ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଅନୁଷ୍ଟିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ରାମାକାନ୍ତ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

