ଓଡିଶା ତାଜା ନ୍ୟୁଜ୍ (୨୬ ଜୁନ୍ ଶୁକ୍ରବାର ) ବରଗଡ଼ :- ବରଗଡ଼ ଜିଲ୍ଲା ଅନ୍ତର୍ଗତ ଗାଇସିଲେଟ ବ୍ଲକରେ ଗତ ୨୦୧୯-୨୦ ମସିହା ର ଫସଳ ବୀମା ଚାଷୀ ଏ ପର୍ଯ୍ୟନ୍ତ ପାଇପାରି ନାହାନ୍ତି। ବୀମାଭୁକ୍ତ ଚାଷୀମାନେ ବୀମା କମ୍ପାନୀର ଅଫିସ କୁ ଅନେକ ବାର ଅଭିଯୋଗ କରିଥିଲେ ମଧ୍ୟ କମ୍ପାନୀ ପକ୍ଷରୁ ବିଭିନ୍ନ ଆଳ ଦେଖାଇ କାନି ଦେଉଛନ୍ତି । ସ୍ଥାନୀୟ ପ୍ରଶାସନ ଓ ପ୍ୟାକ୍ସ ମଧ୍ୟ ଚାଷୀ ମାନଙ୍କ ଦାବି କୁ କର୍ଣ୍ଣପାତ କରୁନଥିବାରୁ ଆଜି ଗାଇସିଲେଟ ବ୍ଳକ ଭାଜପା ମଣ୍ଡଳ ପକ୍ଷରୁ ସ୍ଥାନୀୟ ତହସିଲଦାରଙ୍କ କାର୍ଯ୍ୟାଳୟ କୁ ଘେରାଉ କରାଯାଇଥିଲା । ଏ ସ°କ୍ରାନ୍ତରେ ଏକ ଦାବିପତ୍ର ତହସିଲଦାରଙ୍କୁ ପ୍ରଦାନ କରାଯାଇଥିଲା । ଏହାର ଶିଘ୍ର ସମାଧାନ କରାନଗଲେ ଆନ୍ଦୋଳନ ତୀବ୍ରତର କରିବାକୁ ଚେତାବନୀ ଦିଆଯାଇଥିଲା । (ରିପୋର୍ଟ-ସତ୍ୟ ନାରାୟଣ ପ୍ରଧାନ)
ଭାଜପା ର ଗାଇସିଲେଟ ବ୍ଳକ ଘେରଉ

- Categories: Uncategorized, ଓଡ଼ିଶା, ଦେଶ, ହୋମ୍
Related Content
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା
by
Proprietor Abhimanyu Maharana
September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ
by
Proprietor Abhimanyu Maharana
September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ
by
Proprietor Abhimanyu Maharana
September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ
by
Proprietor Abhimanyu Maharana
September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା
by
Proprietor Abhimanyu Maharana
September 27, 2026
हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन
by
Proprietor Abhimanyu Maharana
September 27, 2026