ବିଏମସି ଅଫିସ୍ ଘେରାଉ ସମୟରେ ପୋଲିସ୍ ସହ ଧସ୍ତାଧସ୍ତି ସମୟରେ ୫୦ ଉର୍ଦ୍ଧ ବିଜେପି କର୍ମୀ ଗିରଫ।
ଡେଙ୍ଗୁ ମୃତ୍ୟୁକୁ ନମାନିବା ସରକାରଙ୍କ ଅସହାୟତାକୁ ପ୍ରକାଶ କରୁଛି।
ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ବିଶ୍ୱସ୍ତରୀୟ କହୁଥିବାବେଳେ ୨୩ବର୍ଷ ଶାସନରେ ସ୍ମାର୍ଟସିଟି ଭୁବନେଶ୍ୱରରେ ପାଖାପାଖି ୩୦ପ୍ରତିଶତ ଡେଙ୍ଗୁ ଚିହ୍ନଟ।
ସରକାର ନିଦରୁ ଉଠନ୍ତୁ, ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଡିଣ୍ଡିମ ନପିଟି ବାସ୍ତବିକତାକୁ ଗ୍ରହଣ କରନ୍ତୁ।
ଡେଙ୍ଗୁରୁ ରକ୍ଷା ପାଇବେ ସେଥିପାଇଁ ସ୍ୱାସ୍ଥ୍ୟବିଭାଗ ଓ ବିଏମ୍ସି କର୍ତୃପକ୍ଷ ଉତର ଦାୟିତ୍ୱ ନିଅନ୍ତୁ।


