ଓଡ଼ିଶାରେ ୨,୪୯,୯୦୨ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା । ୬,୩୫୦ ଜଣ ପଜିଟିଭ୍‌ ଚିହ୍ନଟ । ୪୬୦୬ ଜଣ ରୋଗୀ ସୁସ୍ଥ । ୧୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି ।

ଓଡିଶା ତାଜା ନ୍ୟୁଜ୍ (୨୭ ଜୁନ୍ ଶନିବାର ) ଭୁବେନଶ୍ୱର : – ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨,୪୯,୯୦୨ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୬,୩୫୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୪୬୦୬ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୧୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧,୭୧୯ ରହିଛି । ୧,୯୦୩ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି ।

Exit mobile version