Home ଓଡ଼ିଶା ୧୪ଟି ନୂତନ ସ୍ବତନ୍ତ୍ର ଉନ୍ନୟନ ପରିଷଦର ପାଇଁ ନିଯୁକ୍ତ ହେଲେ ଅଧ୍ୟକ୍ଷ : ନୟାଗଡ – ଜାନକୀ ଦେହୁରୀ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୧ ଅଗଷ୍ଟ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର :-> ୧୪ଟି ନୂତନ ସ୍ବତନ୍ତ୍ର ଉନ୍ନୟନ ପରିଷଦ (Special Development Council) ପାଇଁ ରାଜ୍ୟ ସରକାର ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଏହି ନିଯୁକ୍ତି ଦିଆଯାଇଛି । ୧୪ ଜଣ ନୂତନ ଅଧ୍ୟକ୍ଷ ହେଲେ :– 1. ଅନୁଗୁଳ ଜିଲ୍ଲା – ଶ୍ରୀ ସଦାଶିବ ନାୟକ 2. ବାଲେଶ୍ବର – ଶ୍ରୀ ମଦନ ମୋହନ ମାଝୀ 3. ବଲାଙ୍ଗୀର – ଶ୍ରୀ ବ୍ରଜମୋହନ ବିଶୋଇ 4. ବୌଦ୍ଦ – ଶ୍ରୀ ଭଗବାନ କହଁର 5. ଢେଙ୍କାନାଳ – ଶ୍ରୀ ସୁରେନ୍ଦ୍ର ହେମ୍ବ୍ରମ 6. ଯାଜପୁର – ଶ୍ରୀ ଲମ୍ବୋଦର ମୁଣ୍ଡା 7. କଳାହାଣ୍ଡି – ଶ୍ରୀ ଶିବାଜୀ ମାଝୀ 8. ନୂଆପଡା – ଶ୍ରୀ ଭଗତରାମ ମାଝୀ 9. ସମ୍ବଲପୁର – ଶୋଭାରାମ ପ୍ରଧାନ 10. ଦେବଗଡ – ପାଞ୍ଜିଆ ଭୋଇ 11. ବରଗଡ – ସୁଶୀଳା ଭୋଇ 12. ଝାରସୁଗୁଡା – ମୋହନ କିଶାନ 13. ନୟାଗଡ – ଜାନକୀ ଦେହୁରୀ 14. ଗଞ୍ଜାମ – ବିଦ୍ୟାଧର ଜାନୀ ସୂଚନାଯୋଗ୍ୟ ଯେ ୨୦୧୭ ମସିହାରୁ ୯ଟି ଜିଲ୍ଲାରେ ସ୍ବତନ୍ତ୍ର ଉନ୍ନୟନ ପରିଷଦ କାର୍ଯ୍ୟକାରୀ ହେଉଥିଲା। ନିକଟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହାକୁ ଆଉ ୧୪ଟି ଜିଲ୍ଲାକୁ ସଂପ୍ରସାରିତ କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ଏହି ପରିଷଦ ଗୁଡିକ ଜରିଆରେ ରାଜ୍ୟର ଜନଜାତି ମାନଙ୍କର କଳା, ସଂସ୍କୃତି ଓ ଐତିହ୍ୟର ସଂରକ୍ଷଣ ଓ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଉଛି । Categories: ଓଡ଼ିଶା, ମହାନଗର, ରାଜନୀତି, ହୋମ୍ Related Content ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ପ୍ରଦର୍ଶନୀ ଫୁଟବଲ୍ ପ୍ରତିଯୋଗୀତା : ପ୍ରଶାସନ ଏକାଦଶ ବିଜୟୀ by Proprietor Abhimanyu Maharana August 30, 2026 ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ସୁଭଦ୍ରର ୫ମ କସ୍ତି ପ୍ରଦାନ ସମାରୋହ by Proprietor Abhimanyu Maharana August 30, 2026 ନୟାଗଡ଼ରେ ଜାତୀୟ କ୍ରୀଡ଼ା ଦିବସ - ୨୦୨୬ ପାଳିତ by Proprietor Abhimanyu Maharana August 30, 2026 ପ୍ରାଥମିକ ଶିକ୍ଷକ ସଂଘର ସମୂହ ସେବାନିବୃତ୍ତ ସମ୍ବର୍ଦ୍ଧନା ସଭା by Proprietor Abhimanyu Maharana August 30, 2026 ଖୋର୍ଦ୍ଧାରୋଡ୍ ମଣ୍ଡଳର ପାଞ୍ଚଟି ପ୍ରମୁଖ ଷ୍ଟେସନରେ ପାର୍ସଲ୍ ସ୍କାନର୍ ମେସିନ୍ ସ୍ଥାପନ। by Proprietor Abhimanyu Maharana August 29, 2026 ଲୋକ ଜନଶକ୍ତି ପାର୍ଟି (ରାମବିଳାସ)ର ନୂତନ ରାଜ୍ୟ ସଭାପତି ଭାବେ - ଜିତେନ୍ଦ୍ର କୁମାର ଗୁପ୍ତା ନିଯୁକ୍ତ by Proprietor Abhimanyu Maharana August 29, 2026