ବିଭାଗୀୟ ସ୍ଥାୟୀ କମିଟି-୪ଙ୍କର ପ୍ରଥମ ବୈଠକ

ଓଡିଶା ତାଜା ନ୍ୟୁଜ୍ (୩୦ ଜୁନ୍ ମଙ୍ଗଳବାର ) ଭୁବନେଶ୍ୱର :- ଆଜି ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୪ରେ ବିଭାଗୀୟ ସ୍ଥାୟୀ କମିଟି-୪ଙ୍କର ପ୍ରଥମ ବୈଠକ ବିଧାୟକ ଶ୍ରୀ ଭୂ ପିନ୍ଦର ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ବୈଠକରେ କମିଟିର ଭବିଷ୍ୟତ ଯୋଜନା ଓ କାର୍ଯ୍ୟକ୍ରମ ସଂମ୍ପର୍କରେ ଆଲୋଚନା ହୋଇଥିଲା । ଏହି ବୈଠକରେ କମିଟିର ସଦସ୍ୟ, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀଙ୍କ ସମେତ ବିଧାନସଭାର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Exit mobile version