
୧୩ ଅଗଷ୍ଟ ଶୁକ୍ରବାର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ) ନୟାଗଡ଼ :-> ନୟାଗଡ଼ ଜିଲ୍ଲା ଡିଜିଟାଲ ମିଡିଆ (ୱେବ୍) ସାମ୍ବାଦିକ ସଂଘ ଦ୍ୱିତୀୟ ବାର୍ଷିକ ଉତ୍ସବ ନୀଳମାଧବ କଲ୍ୟାଣମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘ ସଭାପତି ଅନୱାର ଅଲ୍ଲୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା,

