Home ଓଡ଼ିଶା ଘରେ ଘରେ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୧୪ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ) ବାଲେଶ୍ୱର :-> ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ବାଲେଶ୍ୱର ଜିଲ୍ଲା ବିଜେପି ପକ୍ଷରୁ ଘରେ ଘରେ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବିଜେପି ରେ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ର ମହାପାତ୍ରଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ ଏକତ୍ରିତ ହୋଇ ଫକୀରମୋହନ ଛକ ନିକଟରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ । ସ୍ବାଧୀନତାର ଗୌରବମୟ ଇତିହାସର ସ୍ମୃତିକୁ ମନେ ରଖିବା ପାଇଁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବିଜେପି ପକ୍ଷରୁ କୁହାଯାଇଛି । Categories: ଓଡ଼ିଶା, ବାଲେଶ୍ଵର, ହୋମ୍ Related Content ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ by Proprietor Abhimanyu Maharana September 20, 2026 ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ by Proprietor Abhimanyu Maharana September 20, 2026 ଗଣେଶ ଓ ବିଶ୍ୱକର୍ମା ଦେବଙ୍କ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ବିସର୍ଜନ by Proprietor Abhimanyu Maharana September 20, 2026 ପୁରୀଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ବେଳାଭୂମି ସଫେଇ ଅଭିଯାନ by Proprietor Abhimanyu Maharana September 20, 2026 ଓଡିଶା ପ୍ରାନ୍ତର ଏକ ନମ୍ବର ହେବ ପୁରୀ ଯୋଗଜିଲ୍ଲା : ମନମୋହନ by Proprietor Abhimanyu Maharana September 20, 2026 ୨୬ତମ ଗଣପତି ମହୋତ୍ସବ ଉଦଯାପିତ by Proprietor Abhimanyu Maharana September 20, 2026