ଓଡିଶା ତାଜା ନ୍ୟୁଜ୍ (୦୧ ଜୁଲାଇ ବୁଧବାର ),ଭୁବନେଶ୍ୱର :- ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହିତ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୫୩୫୩କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୬୪ଙ୍କ ମଧ୍ୟରୁ ଗଞ୍ଜାମରୁ ୪୮, ଜଗତସିଂହପୁରରୁ ୩୧, ବାଲେଶ୍ୱରରୁ ୨୬, କଟକରୁ ୨୫, ଯାଜପୁରରୁ ୧୨, ଖୋର୍ଦ୍ଧାରୁ ୧୨, କେନ୍ଦ୍ରାପଡ଼ାରୁ ୩, ସୁନ୍ଦରଗଡ଼ରୁ ୩, କେନ୍ଦୁଝରରୁ ୨, ଭଦ୍ରକ ଓ ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ

CREATOR: gd-jpeg v1.0 (using IJG JPEG v62), quality = 75
- Categories: Uncategorized, ଓଡ଼ିଶା, କରୋନା, ହୋମ୍
Related Content
ଆବାସ ଯୋଜନା ତ୍ରୁଟିର ସମୀକ୍ଷା କଲେ ବିଧାୟକ
by
Proprietor Abhimanyu Maharana
September 22, 2026
ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ସଚେତନତା ମାଧ୍ୟମରେ ଗ୍ରାମୀଣ ଓଡ଼ିଶାକୁ ସଶକ୍ତ କରୁଛି ବଜାଜ୍ ଫାଇନାନ୍ସ
by
Proprietor Abhimanyu Maharana
September 22, 2026
Bajaj Finance Empowers Rural Odisha with Financial Literacy and Cyber Fraud Awareness
by
Proprietor Abhimanyu Maharana
September 22, 2026
Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026
by
Proprietor Abhimanyu Maharana
September 22, 2026
ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
by
Proprietor Abhimanyu Maharana
September 22, 2026
MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE
by
Proprietor Abhimanyu Maharana
September 22, 2026