
ଓଡିଶା ତାଜା ନ୍ୟୁଜ୍ / ରିପୋର୍ଟ – ଅଭିମନ୍ୟୁ (୦୨ ଜୁଲାଇ ଗୁରୁବାର ) ଭୁବନେଶ୍ୱର :- ଲୋକାସେବା ଭବନ , ଖାରବେଳ ଭବନ , କୃଷି ଭବନ ଓ ରାଜୀବ ଭବନର ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ସ୍ଥାନୀୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢି ଚାଲିଥିବା ବେଳେ ଏହା ସରକାରଙ୍କର ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ତେଣୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଏହି ସବୁ ଉପରୋକ୍ତ କାର୍ଯ୍ୟାଳୟ ଗୁଡ଼ିକରେ ସାଧାରଣ ପ୍ରବେଶ କୁ ବାରଣ କରାଯାଇଛି
