ଦଶପଲ୍ଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ପଞ୍ଚମ ସାଧାରଣ ଅଧିବେଶନ ଅନୁଷ୍ଠିତ

୮ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଦଶପଲ୍ଲା  :-> ଦଶପଲ୍ଲା  ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ପଞ୍ଚମ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ଜିଲ୍ଲା ବିଜେଡ଼ି ସଭାପତି ଶ୍ରୀ ରମେଶ ଚନ୍ଦ୍ର ବେହେରା,ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ,

ସାଂସଦଙ୍କ ପ୍ରତିନିଧି ପ୍ରସନ୍ନ କୁମାର ସାହୁ ଏବଂ ଦଶପଲ୍ଲା ବ୍ଲକ ର ସମସ୍ତ ପଞ୍ଚାୟତ ର ଲୋକପ୍ରତିନିଧି ଉପସ୍ଥିତ ଥିବା ଜଣାପଡ଼ିଛି।ଏହି ବୈଠକରେ ସାଧାରଣତଃ ଶିକ୍ଷା,ସ୍ଵାସ୍ଥ୍ୟ,ପାନୀୟଜଳ ଓ ଗମନାଗମନ ଉପରେ ବିଶେଷ ଗୁରୁତ୍ବ ଦେଇ ଆଲୋଚନା ହୋଇଥିବା ଜଣାପଡ଼ିଛି।

Exit mobile version