ଓଡ଼ିଶାରେ ୨,୮୧,୫୨୩ ଟି ନମୁନା ପରୀକ୍ଷା କରାଯାଇଛି । ୮,୧୦୬ ଜଣ ପଜିଟିଭ୍‌ ଚିହ୍ନଟ । ୫,୭୦୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ । ୨୯ ଜଣ ରୋଗୀଙ୍କର ମୃତୁ୍ୟ ହୋଇଛି ।

CREATOR: gd-jpeg v1.0 (using IJG JPEG v62), quality = 75

ଓଡିଶା ତାଜା ନ୍ୟୁଜ୍ ( ୦୩ ଜୁଲାଇ ଶୁକ୍ରବାର ) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା :- ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨,୮୧,୫୨୩ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୮,୧୦୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୫,୭୦୫ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । (ଆଜି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା-୨୦୩) ୨୯ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୩୬୪ ରହିଛି । ୨,୫୬୭ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version