ଓଡିଶା ତାଜା ନ୍ୟୁଜ୍ (୦୪ ଜୁଲାଇ ଶନିବାର ) ପାରଳଖେମୁଣ୍ଡି :- ଗଜପତି ଜିଲ୍ଲାରେ ଆଉ ୬ ପଜେଟିଭ ଚିହ୍ନଟ ହେବା ପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୪୪୭ ରେ ପହଞ୍ଚିଛି ପାରଳଖେମୁଣ୍ଡି ଗଜପତି ଜିଲ୍ଲାରେ ଆଉ ୬ ପଜେଟିଭ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୪୭ ରେ ପହଞ୍ଚିଛି, ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଦୁଇଜଣ କରୋନା ଯୋଦ୍ଧା ଓ ଅନ୍ୟ ଚାରି ଜଣ ଘରଘର ବୁଲି ସ୍ୱାସ୍ଥ୍ୟ ପରୀକ୍ଷା ସମୟରେ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ ଅନୁପମ ସାହା । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ପାରଳାଖେମୁଣ୍ଡି ମୁନିସିପାଲିଟି ଓ ଗୋଷାଣି ବ୍ଳକ ଅଞ୍ଚଳର ଜଣେ ଲେଖାଏଁ ଆକ୍ରାନ୍ତ ହୋଇଥିବା ବେଳେ ମୋହନା ବ୍ଲକ ଅଞ୍ଚଳର ଦୁଇ ଜଣ ସଙ୍କ୍ରମିତ ହୋଇଛନ୍ତି । ( ରିପୋର୍ଟ – ଗରୁଡ଼ ଧ୍ୱଜ ଚୌଧୁରୀ )
ଗଜପତି ଜିଲ୍ଲାରେ ଆଉ ୬ ପଜେଟିଭ ଚିହ୍ନଟ,ମୋଟ ଆକ୍ରାନ୍ତ ସଂଖ୍ୟା ୪୪୭

- Categories: Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
Related Content
Nandan Dwibedi receives Yuva Bharati Samman
by
Proprietor Abhimanyu Maharana
September 22, 2026
ତୃତୀୟ ଥର ନିମନ୍ତେ ଖଣ୍ଡପଡ଼ା ବ୍ଲକ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
by
Proprietor Abhimanyu Maharana
September 22, 2026
ବାଲିଗୁଡ଼ାରେ ବିଜେଡି ସଙ୍ଗଠନ ସଜାଡ଼ିବାକୁ ପ୍ରୟାସ ସମନ୍ୱୟ କମିଟି ଗଠିତ, ୧୦ ଜଣିଆ ସଦସ୍ୟ ମନୋନୀତ
by
Proprietor Abhimanyu Maharana
September 22, 2026
ଆନନ୍ଦ ଉଲ୍ଲାସର ସହ ଖୁଦୁରୁକୁଣୀ ଓଷା ଉଦ୍ଯାପିତ
by
Proprietor Abhimanyu Maharana
September 22, 2026
ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା
by
Proprietor Abhimanyu Maharana
September 22, 2026
ମାର୍ଗଦର୍ଶିକା ଉଲଂଘନ - ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା
by
Proprietor Abhimanyu Maharana
September 22, 2026