ଓଡିଶା ତାଜା ନ୍ୟୁଜ୍ (୦୪ ଜୁଲାଇ ଶନିବାର ) ପାରଳଖେମୁଣ୍ଡି :- ରାୟଗଡ ବ୍ଳକର ରାୟଗଡ ଡେକୁସାହି ଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହେନ୍ଦ୍ର ବନାଞ୍ଚଳ ଅଧିକାରୀ କବିନା ପରିଛାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସମିତି ସଭ୍ୟ ମାଫିଏଲ ସୁଆଲ ସିଂ ଉପସ୍ଥିତିରେ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏତଦବ୍ୟତୀତ ରେଞ୍ଜର ବିଭିନ୍ନ ନର୍ସରିରେ ଚାରାବଣ୍ଟନ କାର୍ଯ୍ୟକ୍ରମ ସ୍ଥାନୀୟ ସରପଞ୍ଚ ଏବଂ ସମିତି ସଭ୍ୟଙ୍କ ଉପସ୍ଥିତିରେ ହୋଇଥିଲା । ଏହି ରେଞ୍ଜରେ ୮୫ହଜାର ଚାରା ରୋପଣ ପାଇଁ ଲକ୍ଷ୍ୟ ରଖାଯାଇଛି ଏବଂ୨୪ ହଜାର ପାଞ୍ଚଶହ ଚାରାବଣ୍ଟନ ପାଇଁ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ବନପାଳ ଗଣେଶ ପ୍ରଧାନ, ସନ୍ତୋଷ ରଥ ଓ ବନ କର୍ମଚାରୀମାନେ ଉପସ୍ଥିତ ଥିଲେ । ( ରିପୋର୍ଟ – ଗରୁଡ଼ ଧ୍ୱଜ ଚୌଧୁରୀ )
ମହେନ୍ଦ୍ର ଗିରି ବନାଞ୍ଚଳ ପକ୍ଷରୁ ୭୧ତମ ବନ ମହୋତ୍ସବ ପାଳନ

- Categories: Uncategorized, ଓଡ଼ିଶା, ଦେଶ, ହୋମ୍
Related Content
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା
by
Proprietor Abhimanyu Maharana
September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ
by
Proprietor Abhimanyu Maharana
September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ
by
Proprietor Abhimanyu Maharana
September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ
by
Proprietor Abhimanyu Maharana
September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା
by
Proprietor Abhimanyu Maharana
September 27, 2026
हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन
by
Proprietor Abhimanyu Maharana
September 27, 2026