ଓଡ଼ିଶାରେ ୨, ୮୭,୦୯୦ଟି ନମୁନା ପରୀକ୍ଷା କରାଯାଇଛି । ୮,୬୦୧ ଜଣ ପଜିଟିଭ୍‌ ଚିହ୍ନଟ । ୫,୯୩୪ ଜଣ ସଂପୂର୍ଣ୍ଣ ସୁସ୍ଥ । ୩୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି ।

ଓଡିଶା ତାଜା ନ୍ୟୁଜ୍ ( ୦୪ ଜୁଲାଇ ଶନିବାର ) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨, ୮୭,୦୯୦ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୮,୬୦୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୫,୯୩୪ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । (ଆଜିର ସୁସ୍ଥ ସଂଖ୍ୟା-୨୨୯) ୩୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨,୬୨୪ ରହିଛି । ୨,୮୫୩ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version