ଓଡ଼ିଶାରେ ୨, ୯୨,୪୦୭ ଟି ନମୁନା ପରୀକ୍ଷା,୯୦୭୦ ଜଣ ପଜିଟିଭ୍‌ ଚିହ୍ନଟ, ୬,୨୨୪ ସୁସ୍ଥ,୩୬ ଜଣ ମୃତ୍ୟୁ ।

CREATOR: gd-jpeg v1.0 (using IJG JPEG v62), quality = 75

ଓଡିଶା ତାଜା ନ୍ୟୁଜ୍ (୬ ଜୁଲାଇ ୨୦୨୦ ସୋମବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨, ୯୨,୪୦୭ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୯୦୭୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୬,୨୨୪ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । (ଆଜିର ସୁସ୍ଥ ସଂଖ୍ୟା-୨୯୦) ୩୬ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୮୦୦ ରହିଛି । ୩୦୯୦ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି

Exit mobile version