ଓଡିଶା ତାଜା ନ୍ୟୁଜ୍ (୦୯ ଜୁଲାଇ ଗୁରୁବାର ) ମଧ୍ୟପ୍ରଦେଶ :- ୮ ଦିନର ଛକାପଞ୍ଝା ପରେ ପୋଲିସ ହାତରେ ଧରାପଡ଼ିଛି ଗ୍ୟାଙ୍ଗଷ୍ଟର ବିକାଶ ଦୁବେ। ମଧ୍ୟପ୍ରଦେଶର ଉଜ୍ଜୈନର ମହାକାଳେଶ୍ୱର ମନ୍ଦିରକୁ ଦର୍ଶନ କରିବାକୁ ଆସିଥିଲା ବେଳେ ତାକୁ ଗିରଫ କରିଛି ମଧ୍ୟପ୍ରଦେଶ ପୋଲିସ। ଖୁବଶୀଘ୍ର ବିକାଶକୁ ଉତ୍ତରପ୍ରଦେଶ ପୋଲିସକୁ ହସ୍ତାନ୍ତର କରିବ ମଧ୍ୟପ୍ରଦେଶ ପୋଲିସ । ଏନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଆଲୋଚନା କରିଛନ୍ତି । ଶିବରାଜ ସିଂ ଚୌହାନ ନିଜେ ଟୁଇଟ କରି ଏହି ସୂଚନା ଦେଇଛନ୍ତି ।
ଧରା ପଡିଲା ମୋଷ୍ଟ ୱାଣ୍ଟେଡ ଗ୍ୟାଙ୍ଗଷ୍ଟର ବିକାଶ ଦୁବେ

- Categories: Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
Related Content
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା
by
Proprietor Abhimanyu Maharana
September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ
by
Proprietor Abhimanyu Maharana
September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ
by
Proprietor Abhimanyu Maharana
September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ
by
Proprietor Abhimanyu Maharana
September 27, 2026
ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା
by
Proprietor Abhimanyu Maharana
September 27, 2026
हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन
by
Proprietor Abhimanyu Maharana
September 27, 2026