
୧୪ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ବାଲୁଗାଁ :- ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକ ଅଧୀନ ନାଚୁଣୀ ମହାବିଦ୍ୟାଳୟରେ ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସାଇବର ସଚେତନତା କାର୍ଯ୍ୟକ୍ରମରେ ନାଚୁଣୀ ମହାବିଦ୍ୟାଳୟର ଶହ ଶହ ଛାତ୍ର ଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ ।

