
୧୭ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଚିଲିକା :- ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଅଞ୍ଚଳର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ଉମାମହେଶ୍ୱର ଦେବଙ୍କ ମନ୍ଦିରରୁ ଚୋରି ହୋଇଥିବା ଖବର ହସ୍ତଗତ ହୋଇଛି। ଗତକାଲି ବିଳମ୍ବିତ ରାତ୍ରିରେ କୌଣସି ଦୁର୍ବୁତ୍ତ ମନ୍ଦିରର ଭିତର ହୁଣ୍ଡିରୁ ସମସ୍ତ ଦାନ ଅର୍ଥ ଲୁଟିନେଇଥିବା ଜଣାପଡିଛି,

