
୨୪ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :-> କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୂଆସାହି ର ପ୍ରଭାକର ନାୟକ ଏକ ନିଆରା ଢଙ୍ଗରେ ଦଶହରା ପର୍ବ ପାଳନ କରିଛନ୍ତି l ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ନିଜ ବାସ ଭବନରେ ମାଆ ଦୁର୍ଗାଙ୍କୁ ମହା ଆଡ଼ମ୍ବର ସହକାରେ ପାଳନ କରିଛନ୍ତି l ନିଜ ବାସଭବନ ରେ ବାସ୍ତୁ ପୂଜା, ଗୃହ ପୂଜା, ନବଗ୍ରହ ପୂଜା, କରିବା ସହିତ ହୋମ ଯଜ୍ଞ ମଧ୍ୟ କରିଛନ୍ତି l

