ଓଡ଼ିଶାରେ ୩୩୪୫୨୭ ଟି ନମୁନା ପରୀକ୍ଷା କରାଯାଇଛି,୧୩୧୨୧ ଜଣ ପଜିଟିଭ୍‌ ଚିହ୍ନଟ ,୮,୭୫୦ ଜଣ ରୋଗୀ ସୁସ୍ଥ,୬୪ ଜଣ ମୃତ୍ୟୁ ହୋଇଛି ।

ଓଡିଶା ତାଜା ନ୍ୟୁଜ୍ (୧୨ ଜୁଲାଇ ୨୦୨୦ ରବିବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩୩୪୫୨୭ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୩୧୨୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୮,୭୫୦ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । (ଆଜିର ସୁସ୍ଥ ସଂଖ୍ୟା-୩୯୦) ୬୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୪୨୮୭ ରହିଛି । ୪୬୭୭ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version