ଶ୍ରୀ ଶ୍ରୀ ଶନିଶ୍ଚର ଦେବ ଙ୍କ ବାର୍ଷିକ ଉତ୍ସବରେ ଯୋଗଦେଲେ – ବିଧାୟକ

୭ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ପାରାଢିପି ପଞ୍ଚାୟତ ଅଧିନରେ ଥିବା ବାଲଣ୍ଡା ଗ୍ରାମ ରେ ଶ୍ରୀ ଶ୍ରୀ ଶନିଶ୍ଚର ଦେବ ଙ୍କ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ଯୁବ ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ ।

ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା,ସ୍ଥାନୀୟ ସରପଞ୍ଚ ବିଭୂତି ଭୂଷଣ ପ୍ରଧାନ,ସମାଜ ସେବୀ ଦାଶରଥି ପ୍ରଧାନ ଙ୍କ ଗ୍ରାମ ପଞ୍ଚାୟତ ର ବହୁ ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇଥିଲେ ।

Exit mobile version