ଓଡ଼ିଶାରେ ୩,୬୧,୯୨୦ ଟି ନମୁନା ପରୀକ୍ଷା କରାଯାଇଛି, ୧୫,୩୯୨ ଜଣ ପଜିଟିଭ୍‌ ଚିହ୍ନଟ, ୧୦,୮୭୭ ଜଣ ସୁସ୍ଥ , ୭୯ ଜଣ ମୃତ୍ୟୁ ହୋଇଛି ।

ଓଡିଶା ତାଜା ନ୍ୟୁଜ୍ (୧୬ ଜୁଲାଇ ଗୁରୁବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା ; ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩,୬୧,୯୨୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୫,୩୯୨ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୧୦,୮୭୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି / ଡାକ୍ତରଖାନାରୁ ଫେରିଛନ୍ତି । (ଆଜି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା-୪୦୧) ୭୯ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୪,୪୧୨ ରହିଛି । ୪,୮୧୩ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି । ‘ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ’

Exit mobile version