ନେହେରୁ ସେବା ସଂଘ ରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ ପାଳିତ
ଜଗଦୀଶ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇ ଭିନ୍ନ କ୍ଷମ ଙ୍କ ଅଧିକାର ଉପରେ ସାରଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ରାଜ୍ୟ ଓ ଜିଲ୍ଲା ସ୍ତରରେ କ୍ରୃତୀତ୍ବ ଲାଭ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ପ୍ରଦୀପ କୁମାର ଦାସ ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ବୀରେନ୍ଦ୍ର କୁମାର ତ୍ରିପାଠୀ ଧନ୍ୟବାଦ ପ୍ରଦାନ କରିଥିଲେ ।
Related Content
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
by
Proprietor Abhimanyu Maharana
October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 2, 2026
ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ
by
Proprietor Abhimanyu Maharana
October 2, 2026